ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ

ଭୁବନେଶ୍ବର: କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଏହି ଅବସରରେ ରାଜ୍ୟର ବିଭିନ୍ନ ଖଣିଜ ପଦାର୍ଥର ନିଲାମ ଏବଂ ଓଡିଶାରେ ଖଣି ଖନନ କାର୍ଯ୍ୟକୁ ସୁନିଶ୍ଚିତ କରିବା ପାଇଁ ଜଙ୍ଗଲ ମଞ୍ଜରୀ, ବନ୍ଦ ଖଣି ଗୁଡ଼ିକର…

୧୧ରୁ ଖୋଲିବ ବୈଷୟିକ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ସୁଧୁରୁଥିବା ବେଳେ ଖୋଲୁଛି ଶିକ୍ଷାନୁଷ୍ଠାନ । ଦଶମ, ଦ୍ୱାଦଶ ସହ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବାକୁ ପୂର୍ବରୁ ଅନୁମତି ମିଳିସାରିଛି । ଏବେ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବାକୁ ଅନୁମତି ଦେଇଛି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ।…

ଡାକ୍ତରି ଓ ଇଞ୍ଜିନିୟରିଂ ଶିକ୍ଷାରେ ହାଇସ୍କୁଲ ବିଦ୍ୟାର୍ଥୀଙ୍କ ପାଇଁ ସ୍ଥାନ ସଂରକ୍ଷଣ ପ୍ରସଙ୍ଗ : ଅବସରପ୍ରାପ୍ତ…

ଭୁବନେଶ୍ୱର: ସରକାରୀ ହାଇସ୍କୁଲ ବିଦ୍ୟାର୍ଥୀଙ୍କ ପାଇଁ ଇଞ୍ଜିନିୟରିଂ ଓ ମେଡିକାଲ ଶିକ୍ଷାରେ ସ୍ଥାନ ସଂରକ୍ଷଣ ବାବଦରେ ରାଜ୍ୟ କ୍ୟାବିନେଟର ନିଷ୍ପତିକୁ କାର୍ଯ୍ୟକାରୀ କରିବା ଲାଗି ଆବଶ୍ୟକ ପରାମର୍ଶ ଦେବା ନିମନ୍ତେ ଓଡ଼ିଶା ସରକାର ଏକ ଉଚ୍ଚ କ୍ଷମତା ସମ୍ପନ୍ନ କମିଟି ଗଠନ କରିଛନ୍ତି ।…

ଜୁଲାଇ ୩ରେ ଜେଇଇ ଆଡଭାନ୍ସଡ୍ ପରୀକ୍ଷା, କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ସୂଚନା

ନୂଆଦିଲ୍ଲୀ : ଆଇଆଇଟିରେ ନାମଲେଖାଇବା ପାଇଁ ଉଦ୍ଦିଷ୍ଟ ଜେଇଇ ଆଡଭାନ୍ସଡ ପରୀକ୍ଷା ଆସନ୍ତା ଜୁଲାଇ ୩ ତାରିଖରେ ଅନୁଷ୍ଠିତ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଏଥର ଆଇଆଇଟି ପାଇଁ ଯୁକ୍ତ୨ ବା ୧୨ଶ ଶ୍ରେଣୀରେ ୭୫ ପ୍ରତିଶତ ମାର୍କ…

ମୋଦି ସରକାରଙ୍କ ଯୋଜନାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା ବିଜେପି କାର୍ଯ୍ୟକର୍ତାଙ୍କ ଦାୟୀତ୍ୱ : ପ୍ରହଲ୍ଲାଦ ଯୋଶୀ

ଭୁବନେଶ୍ୱର : ଓଡିଶାକୁ ମୋଦି ସରକାର ଗରିବ କଲ୍ୟାଣ ଯୋଜନାର ପ୍ରୟୋଗଶାଳା କରିଛନ୍ତି । ରାଜ୍ୟର ବିକାଶ ପାଇଁ ଅର୍ଥର ଅଭାବ ରହିବ ନାହିଁ । ମୋଦି ସରକାରଙ୍କ ସମସ୍ତ କଲ୍ୟାଣକାରୀ ଯୋଜନାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା ବିଜେପି କାର୍ଯ୍ୟକର୍ତାଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟୀତ୍ୱ ବୋଲି ଦଳୀୟ…

ସମ୍ପ୍ରସାରଣ ନମନ୍ତେ ନାଲକୋ ୩୦ ହଜାର କୋଟି ଟଙ୍କା ନିବେଶ କରିବ : କେନ୍ଦ୍ର ଖଣି ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ

ଭୁବନେଶ୍ୱର  :  “ ଏହା ପ୍ରଶଂସନୀୟ ଯେ ୧୯୮୧ ମସିହାରେ ଏକ ସାମାନ୍ୟ ନିବେଶରୁ ଆରମ୍ଭ ହୋଇଥିବା ନାଲକୋ ଚାରି ଦଶନ୍ଧିରୁ ଅଧିକ ସମୟ ଧରି ଉତ୍କୃଷ୍ଟ ପ୍ରଦର୍ଶନ ସହିତ ଏହାର ନେତୃତ୍ୱ ସ୍ଥିତିକୁ ବଜାୟ ରଖିଅଛି । ଏହି ଚାରି ଦଶନ୍ଧି ନାଲକୋ ପାଇଁ ବହୁ ସମୃଦ୍ଧି ଏବଂ ପ୍ରଶଂସା ଆଣି ଦେବା ସହିତ ଏହାର…